ମେଡିକାଲ ଛାତ୍ରୀ ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: OT&AS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବରଖାସ୍ତ

 ଭୁବନେଶ୍ୱର, ୨୭ ଜୁନ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (CMO) ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଭୀମସେନ ଟୁଡୁ ଭବିଷ୍ୟତରେ ମଧ୍ୟ କୌଣସି ସରକାରୀ ଚାକିରି ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ। ସେ ଗିରଫ ହୋଇ ୪୮ ଘଣ୍ଟାରୁ ଅଧିକ ସମୟ ନ୍ୟାୟିକ ହେପାଜତରେ ରହିଥିବାରୁ ସରକାରୀ ସେବା ନିୟମ ଅନୁଯାୟୀ ତାଙ୍କୁ ତୁରନ୍ତ ବରଖାସ୍ତ କରାଯାଇଛି।: ମେଡିକାଲ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ନବନିଯୁକ୍ତ OT&AS ll))ଅଧିକାରୀ ଭୀମସେନ ପ୍ରସାଦ ଟୁଡୁଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। 

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ (CMO) ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଭୀମସେନ ଟୁଡୁ ଭବିଷ୍ୟତରେ ମଧ୍ୟ କୌଣସି ସରକାରୀ ଚାକିରି ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ। ସେ ଗିରଫ ହୋଇ ୪୮ ଘଣ୍ଟାରୁ ଅଧିକ ସମୟ ନ୍ୟାୟିକ ହେପାଜତରେ ରହିଥିବାରୁ ସରକାରୀ ସେବା ନିୟମ ଅନୁଯାୟୀ ତାଙ୍କୁ ତୁରନ୍ତ ବରଖାସ୍ତ କରାଯାଇଛି। 

ଉଲ୍ଲେଖଯୋଗ୍ୟ, ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ଆତ୍ମହତ୍ୟା ପାଇଁ ପ୍ରରୋଚନା ଅଭିଯୋଗରେ ପୁଲିସ ଭୀମସେନ ଟୁଡୁଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଏବେ ମଧ୍ୟ ଜାରି ରହିଛି।

Thanks for reading: ମେଡିକାଲ ଛାତ୍ରୀ ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: OT&AS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବରଖାସ୍ତ, Sorry, my English is bad:)

Getting Info...

Post a Comment

Oops!
It seems there is something wrong with your internet connection. Please connect to the internet and start browsing again.
Site is Blocked
Sorry! This site is not available in your country.